October 19, 2024

Odia Express

Leading Odia News Portal of Odisha

୧୭ ଜୁନ ୨୦୧୯ ସୋମବାର,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ମହାଦେବ ଙ୍କ କୃପା ରହିବ ଏହି ୩ଟି ରାଶି ଉପରେ

ମେଷ – ବନ୍ଧୁମାନଙ୍କ ସହ ଆପଣଙ୍କର ଭ୍ରମଣ କରିବାର ଅଛି । ଏହା ଆପଣଙ୍କର ସହର ମଧ୍ୟରେ ଦୀର୍ଘରାସ୍ତା ଭ୍ରମଣ ହୋଇପାରେ । ଯାହା ହେଉ ପଛେ ଏହା ଏକ ସୁନ୍ଦର ସ୍ମରଣୀୟ ଭ୍ରମଣ ହିସାବରେ ଆପଣଙ୍କ ଜୀବନରେ ଛାପ ରହିବ । ଆଜି ଆପଣ ନିଜକୁ ନିଜର କୌଣସି ସାମାଜିକ ସମସ୍ୟାରେ ଜଡ଼ିତ ପାଇବେ ।ଏଥିରୁ ମୁକୁଳିବା ପାଇଁ କୁଟନୀତିର ସାହାଯ୍ୟ ନିଅନ୍ତୁ । ଏହି ସମସ୍ୟା ଆପଣଙ୍କ ଦ୍ୱାରା ହୋଇନଥିଲେ ମଧ୍ୟ ଆପଣ ଜଡ଼ିତ ହୋଇଯାଇଛନ୍ତି ।ପରିବାରର ଲୋକମାନଙ୍କ ସହିତ ଆନନ୍ଦପୂର୍ବକ ସମୟ ବିତାଇବେ। ମଧ୍ୟାହ୍ନ ପରେ କୌଣସି କାର୍ଯ୍ୟରେ ବିନା ଭାବି ଚିନ୍ତି ନିର୍ଣ୍ଣୟ ନିଅନ୍ତୁ ନାହିଁ। ନିଜ ସମ୍ପର୍କୀୟମାନଙ୍କଠାରୁ ଲାଭ ହେବ। ମିତ୍ର ତଥା ସ୍ଵଜନମାନଙ୍କୁ ସାକ୍ଷାତ କରିବେ,ପ୍ରତିକାର:- ଅସହାୟଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ।

ବୃଷ – ନିଜ ପରିବାର ବର୍ଗସହ ଛୋଟଧରଣର ଭ୍ରମଣ ଯୋଗ ରହିଛି । ପରିବାର ସଦସ୍ୟ ଏହି ଭ୍ରମଣକୁ ଉପଭୋଗ କରିବେ ଏବଂ ଆପଣଙ୍କ ସମ୍ପର୍କକୁ ସଧୁମୟ କରିବେ । ଭବିଷ୍ୟତର ଯୋଜନା କରିବା ପାଇଁ ଏହି ସମୟ ଉପଯୁକ୍ତ । ଆପଣଙ୍କ ମଧ୍ୟରୁ ଯେଉଁ ଲୋକମାନେ ଖରାପ ପରିସ୍ଥିତିର ସାମ୍ନାକରୁଛନ୍ତି, ସେମାନେ ନିଜର ରଣନୀତିରେ ପରିବର୍ତ୍ତନ ଆଣିବା ଉଚ଼ିତ୍ । ଏହା ଦ୍ୱାରା ଆପଣ ସହଜରେ ଲକ୍ଷ ପ୍ରାପ୍ତି କରିପାରିବେ ।ମିତ୍ରମାନଙ୍କ ସହିତ ଆନନ୍ଦର ସମୟ ବିତାଇବେ। ମଧ୍ୟାହ୍ନ ପରେ ଆପଣଙ୍କ ସ୍ଵାସ୍ଥ୍ୟ ବିଗିଡ଼ି ପାରେ। ପରିଜନମାନଙ୍କ ସହିତ ମତଭେଦ ହେବାରେ ମନରେ ଅସୁବିଧା ହୋଇପାରେ,ପ୍ରତିକାର:- ଅସହାୟଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ।

ମିଥୁନି – ଆପଣ ଆଶାକରିଥିବା ଛୋଟ ଧରଣର ଯାତ୍ରାପାଇଁ ଆପଣ କୁଆଡେ ଯାଇପାରନ୍ତି । ଏହିଭଳି ଭଲ ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।ନିଜର କାର୍ଯ୍ୟ ଜନିତ ହେଉ କିମ୍ବା ବ୍ୟକ୍ତିଗତ ସୁଖ ପାଇଁ ହେଉ ଏହିଯାତ୍ରା ପଛରେ କିଛି ମହତ୍ତ୍ୱ ରହିଛି । ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।ଣୟ-ପ୍ରସଂଗ ପାଇଁ ଆଜିର ଦିନ ଅନୁକୂଳ ଅଟେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ପେଟ ସମ୍ବନ୍ଧିତ ରୋଗରେ ଶାରୀରିକ କଷ୍ଟ ହୋଇପାରେ। ମଧ୍ୟାହ୍ନ ପରେ ପରିବାରରେ ଆନନ୍ଦ ଏବଂ ଉଲ୍ଲାସମୟ ବାତାବରଣ ରହିବ।ପ୍ରତିକାର:- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ।

କର୍କଟ – ବନ୍ଧୁବାନ୍ଧବ କିମ୍ବା ପରିବାରସହ ଆଜି ଦିନରେ ଯାତ୍ରାଟି ଉପଭୋଗ ହେବ । ଏହି ଭ୍ରମଣ ଅତ୍ୟନ୍ତ ସୁଖ ଦାୟକ ହେବ ଏବଂ ଯାତ୍ରାରୁ ଫେରିବା ପରେ ଘଟଣା ଗୁଡିକ ଅନ୍ୟମାନଙ୍କୁ ମଧ୍ୟ ଆନନ୍ଦିତ କରିବ । ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ ।ପରିବାରର ଲୋକମାନଙ୍କ ସହିତ ଆନନ୍ଦପୂର୍ବକ ସମୟ ବିତାଇବେ। ମଧ୍ୟାହ୍ନ ପରେ କୌଣସି କାର୍ଯ୍ୟରେ ବିନା ଭାବି ଚିନ୍ତି ନିର୍ଣ୍ଣୟ ନିଅନ୍ତୁ ନାହିଁ। ନିଜ ସମ୍ପର୍କୀୟମାନଙ୍କଠାରୁ ଲାଭ ହେବ। ମିତ୍ର ତଥା ସ୍ଵଜନମାନଙ୍କୁ ସାକ୍ଷାତ କରିବେ। ଆକସ୍ମିକ ଖର୍ଚ୍ଚ ମାମଲାରେ ସାବଧାନ ରୁହନ୍ତୁ। ଶାରୀରିକ ଏବଂ ମାନସିକ ଅସୁସ୍ଥତା କାରଣରୁ ମିତ୍ରମାନଙ୍କ ସାଥିରେ ଉଗ୍ର ଚର୍ଚ୍ଚା କିମ୍ବା ଝଗଡ଼ା ନ ହେଉ, ଏହାର ମଧ୍ୟ ଧ୍ୟାନ ରଖିବେ,ପ୍ରତିକାର:- ଗୁଡ଼ ଓ ଗହମ ପିଲାଙ୍କୁ ବାଣ୍ଟନ୍ତୁ ।

ସିଂହ – ଆଜି ଆପଣଙ୍କର ଭ୍ରମଣ କରିବା ସମ୍ଭାବନା ଅଛି । କୌଣସି ଏକ ଧର୍ମପୀଠ,ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣ ସ୍ଥାନ ବୁଲିବାକୁ ଯାଇପାରନ୍ତି । ଏହା ଏକ କମ୍ ସମୟର ଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ ।  ଆପଣ ହଠାତ୍ ଏମିତି ଜଣେ ବ୍ୟକ୍ତି ସହ ଦେଖାହୋଇପାରନ୍ତି ଯିଏ ଆପଣଙ୍କୁ ବ୍ୟବସାୟିକ କିମ୍ବା ଆପଣଙ୍କର ଜୀବନ ସମ୍ବନ୍ଧୀୟ ଉପଦେଶ ଦେବେ । ନିଜର ଗୁରୁଜନମାନଙ୍କ ପାଖରୁ ଉପଦେଶ ନିଅନ୍ତୁ କାରଣ ସେମାନଙ୍କ ଅନୁଭବ ଆପଣଙ୍କୁ ବହୁତ ଲାଭବାନ କରାଇବ ।ଆଜି ଆପଣଙ୍କ ଦିନ ଶୁଭଫଳଦାୟୀ ଅଟେ। ଆପଣଙ୍କ ବୈଚାରିକ ସମୃଦ୍ଧି ଅନ୍ୟ ଲୋମାନଙ୍କୁ ପ୍ରଭାବିତ କରିପାରିବ। ବ୍ୟବସାୟ ଦୃଷ୍ଟିରୁ ଆଜିର ଦିନ ଲାଭଦାୟୀ ହେବ,ପ୍ରତିକାର:- କଳା ପିମ୍ପୁଡ଼ି ଗାତ ପାଖରେ ଗୁଡ଼ ରଖନ୍ତୁ।

କନ୍ୟା – ଯଦି ପରିବାର କିମ୍ବା ବନ୍ଧୁଙ୍କ ସହ ଭ୍ରମଣ କରି ବାହାରିଛନ୍ତି ,ଆଜି ଦିନରେ ଯୋଜନା ଚୁଡାନ୍ତ ହେବ । ଏସପ୍ତାହଟି ଝାମେଲାମୁକ୍ତ ରହିବ ଏବଂ ଆନନ୍ଦ ଉଲ୍ଲାସରେ ଦିନ କଟିବ । ଯାହା କିଛି ସମସ୍ୟା ଆସୁ ପଛେ କୌଣସି ଏକ ସମାଧାନରେ ପହଁଚନ୍ତୁ । ଆପଣ ଏହି କାର୍ଯ୍ୟ ପାଇଁ ବହୁତ ବ୍ୟସ୍ତ ରହିବେ । ଆଜି ଆପଣ ନିଜ ଘରୋଇ ଜୀବନ ପ୍ରତି ସନ୍ତୁଷ୍ଟ ରହିବେ । ବହୁତ ସମୟରୁ ଆପଣ ନିଜର ଘରୋଇ ଜୀବନ ବିଷୟରେ ଭାବୁ ନଥିଲେ । କେତେ ସମୟ ବିତିଗଲା ଯୋଉଁଥିପାଇଁ ଆପଣ ଏହା ଅନୁଭବ କରିପାରିବେ ନାହିଁ ଯେ ଆପଣଙ୍କର ଘରୋଇ ଜୀବନଟି କେତେ ମହତ୍ତ୍ୱପୂର୍ଣ୍ଣ ।ଆଜି ଆପଣଙ୍କୁ ଜମି, ବାସଗୃହ ଆଦିର କାଗଜପତ୍ର ବିଷୟ ଉପରେ ସାବଧାନ ରହିବାକୁ ହେବ। ପରିଜନମାନଙ୍କ ସହିତ ବିନା କାରଣରେ ଚିନ୍ତା ବଢ଼ିପାରେ। ସନ୍ତାନମାନଙ୍କ ବିଷୟରେ ଆପଣଙ୍କୁ ଚିନ୍ତା ହୋଇପାରେ,ପ୍ରତିକାର:- କଳା ପିମ୍ପୁଡ଼ି ଓ ଜନ୍ଦା ଗାତ ପାଖରେ ଗୁଡ଼ ରଖନ୍ତୁ।

ତୁଳା – ଆପଣଙ୍କ ଭ୍ରମଣଯୋଗ ଆସି ଯାଇଛି । ସେଥିପାଇଁ ପ୍ରସ୍ତୁତ ରୁହନ୍ତୁ । ବିଶେଷ .ଯାତ୍ରା କରିବା ସମ୍ବାବନା ମଧ୍ୟ ରହିଛି । ଏହା ପରିବାର କିମ୍ବା କାର୍ଯ୍ୟ ସମ୍ପର୍କିତ ଭ୍ରମଣ ହେଉ ପଛେ ଉପଭୋଗ ନିଶ୍ଚୟ ହେବ । ମନେ ଅଛି କି ଆପଣ ନିଜର ଘରର ଆଖପାଖରେ କିଛି ପରିବର୍ତ୍ତନ କରିବା ପାଇଁ ଭାବିଥିଲେ । ଘରେ ସାନ୍ତି ବାତାବରଣ ଅଛିକି ସେଥିପାଇଁ ଆରାମରେ ଯେକୌଣସି ପରିବର୍ତ୍ତନ କରି ପାରିବେ ।ଆଜି ଆପଣଙ୍କ ଦିନ ଲାଭକାରୀ ହେବ। ବ୍ୟବସାୟରେ ଲାଭ ହେବ। ସରକାରୀ କାର୍ଯ୍ୟଗୁଡ଼ିକରେ ସଫଳ ହେବେ। ଯଶ-କୀର୍ତ୍ତି ପ୍ରାପ୍ତ ହେବ। ଆପଣଙ୍କ ଆୟ ଏବଂ ବ୍ୟାପାରରେ ବୃଦ୍ଧି ହେବ,ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ବିଛା – ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।  ଆଜି ଆପଣ ନିଜ କଳାକୁ ଚ଼ିହ୍ନି ପାରିବେ ନିଜର ସବୁ ଦିନିଆ ଦିନଚ଼ର୍ଚ୍ଚାରେ କିଛି ପରିବର୍ତ୍ତନ ଆଣନ୍ତୁ । ଛୋଟ ଛୋଟ କଥାରେବି ଆପଣଙ୍କର ନିଜର ତିକ୍ଷଣ ବୁଦ୍ଧି ପାଇଁ ପ୍ରଶଂସା ମିଳିବ ।ବ୍ୟବହାର ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା ଆପଣଙ୍କୁ କ୍ଷତି ହୋଇପାରେ। ଦୁର୍ଘଟଣାରୁ ସାବଧାନ ରୁହନ୍ତୁ। ଖର୍ଚ୍ଚ ଅଧିକ ହୋଇପାରେ। ବ୍ୟବସାୟୀ ବ୍ୟକ୍ତିମାନଙ୍କ ସହିତ ଉଗ୍ର ବିବାଦ ହେବାର ଆଶଂକା ଅଛି, କିନ୍ତୁ ଆପଣ ଏହାକୁ ଟାଳିବାକୁ ଚେଷ୍ଟା କରିବେ,ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ।ପ

ଧନୁ – ବିଶେଷ ଭ୍ରମଣ କରିବା ସୁଯୋଗ ଆସିପାରେ । ନିଜ କାର୍ଯ୍ୟ ଜନିତ ଭ୍ରମଣ ହୋଇପାରେ ,ପାସପୋର୍ଟ ଯୋଗାଡ କରି ରଖନ୍ତୁ । ଆପଣଙ୍କର ସମସ୍ତ କାଗଜପତ୍ର ଠିକ ରହିଛିକି ନାହିଁ ,ଯାଞ୍ଚ କରନ୍ତୁ ।  ଆଜି ଆପଣଙ୍କୁ ନିଜର ସମ୍ପ୍ରେକ୍ଷଣ କଳାର ଉପଯୋଗ କରିବାକୁ ହେବ, ଆଜି ଆପଣ ନିଜକୁ ନିଜେ ହୁଏତ ଏକ ଅସୁବିଧା ପରିସ୍ଥିତିରେ ପାଇବେ, ଯାହାକି ଅନ୍ୟଙ୍କ ଦ୍ୱାରା ସୃଷ୍ଟି କରାଯାଇଛି ।ଆଜି ଆକସ୍ମିକ ଖର୍ଚ୍ଚ ହେବାର ଆଶଂକା ଅଛି। ଭବିଷ୍ୟତର ଯୋଜନାକୁ ନେଇକରି ମନ କିଛି ଚିନ୍ତା ରହିପାରେ, କିନ୍ତୁ ମଧ୍ୟାହ୍ନ ପରେ ଘରେ ସୁଖ-ଶାନ୍ତିର ବାତାବରଣ ବନିବ,ପ୍ରତିକାର:- ମସୁର ଡାଲି ମନ୍ଦିରରେ ଦାନ କରନ୍ତୁ।

ମକର – ଆଜି ଦିନରେ ପରିବାର ସହ ରହିବାକୁ ହେବ । ସେଥିପାଇଁ ପ୍ରସ୍ତୁତ ରୁହନ୍ତୁ । ଏହା ସହର ମଧ୍ୟ ହୋଇପାରେ କିମ୍ବା ଛୁଟିଦିନରେ ଦୂରସ୍ଥାନକୁ ହୋଇପାରେ । କିନ୍ତୁ ଯାତ୍ରା ସୁନିଶ୍ଚିତ । ବନ୍ଧୁ ସମ୍ପର୍କିୟ କିମ୍ବା ଅଫିସକାମରେ ବାହାରକୁ ଯାଇପାରନ୍ତି । ଭ୍ରମଣ ବେଳେ ନୂଆ ଦର୍ଶନ ସ୍ଥାନ ପରିଦର୍ଶନ କରିବେ ଏବଂ ବାର୍ତ୍ତାଳାପ ଉପଭୋଗ କରିବେ । ଏହି ଭଲ ସମୟରେ କୌଣସି ବାଧା ବିଘ୍ନ ଆସିବ ନାହିଁ ।ଘରର ବାତାବରଣ ଆନନ୍ଦଦାୟୀ ରହିବ। ଆର୍ଥିକ ଲାଭ ସହିତ ବ୍ୟବସାୟରେ ସନ୍ତୋଷ ଅନୁଭବ କରିବେ। ସାମାଜିକ ଦୃଷ୍ଟିରେ ଆପଣଙ୍କ ପ୍ରତିଷ୍ଠାରେ ବୃଦ୍ଧି ହେବ। ନୂତନ ବସ୍ତ୍ରାଭୂଷଣ ପ୍ରାପ୍ତ ହେବ,ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ – ରିବାର ବର୍ଗସହ ଭ୍ରମଣ କରିବା ସୁଯୋଗ ସୂଚନା ମିଳେ । ବିଶେଷ ଯାତ୍ରା ସୁଯୋଗ ବଢିଲେ ଆଶ୍ଚର୍ଯ୍ୟ ହବାର ନାହିଁ ,ତେଣୁ ଯଦି ପାସପୋର୍ଟ ବ୍ୟବସ୍ଥା କରିନାହାଁନ୍ତି ,ସେଥିପାଇଁ ଆବେଦନ କରିପାରନ୍ତି । ଆଜି ଆପଣଙ୍କର ପ୍ରସିଦ୍ଧିରେ ଯାହା ଜାରୀରହିବ , ଆଗାମୀ ଦିନରେ ଆପଣଙ୍କୁ ମଉଜ ମସ୍ତି କରିବାର ସୁଯୋଗ ମିଳିବ । ସବୁ କିଛି ଆପଣଙ୍କର ଆପ୍ରାଣ ଉଦ୍ୟମର ଫଳ ।ଆଜି ଆପଣଙ୍କ ପାଖରେ ଘର ଏବଂ କାର୍ଯ୍ୟସ୍ଥଳରେ ଉତ୍ତମ ବାତାବରଣ ରହିବାରୁ ଅଧିକ ପ୍ରସନ୍ନତା ମିଳିବ। ଆଜି ଆପଣଙ୍କ ସ୍ଵାସ୍ଥ୍ୟ ବିଗିଡ଼ି ପାରେ। ମାନସିକ ରୂପରେ ଆପଣ ଅସୁସ୍ଥତା ଅନୁଭବ କରିପାରନ୍ତି,ପ୍ରତିକାର:-ଭିକାରିଙ୍କୁ ଅନ୍ନଦାନ କରନ୍ତୁ।

ମୀନ – ଆପଣ ପରିବାର ସହ ଭ୍ରମଣ କରିବା ପାଇଁ ଯେଉଁ ଆଶା ବାନ୍ଧିଛନ୍ତି ସେଥିରେ କୌଣସି ବାଧାବିଘ୍ନ ସୃଷ୍ଟି ହୋଇପାରେ । ଯଦି ଆପଣ ଏହି ଭ୍ରମଣଟି ଚାଲୁରଖନ୍ତି, ସୃଷ୍ଟିହୋଇଥିବା ବାଧା ଆପଣଙ୍କୁ ନିରାଶ କରିବ ।  କୌଣସି ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ହୁଏତ ଆପଣଙ୍କୁ ଭୂଲ ବୁଝିପାରନ୍ତି । ସାବଧାନ ରୁହନ୍ତୁ ଏବଂ ଠିକ୍ ଭାବରେ ନିଜର କଥା ସେମାନଙ୍କୁ ବୁଝାଇବାକୁ ଚ଼େଷ୍ଟାକରନ୍ତୁ । କଳିକଜିଆରୁ ଭବିଷ୍ୟତରେ ଅସୁବିଧ ହିଁ ହେବ ।ନୂଆ କାର୍ଯ୍ୟ ପ୍ରାରମ୍ଭ କରିବା ପାଇଁ ଦିନ ଶୁଭ ଅଟେ। ମିତ୍ର ଏବଂ ସ୍ଵଜନମାନଙ୍କର ଭେଟ ହେବ। ପ୍ରିୟଜନମାନଙ୍କଠାରୁ ସୁଖ ଏବଂ ଆନନ୍ଦପ୍ରାପ୍ତି ହେବ। ପର୍ଯ୍ୟଟନ ପାଇଁ ମିତ୍ର ତଥା ପରିଜନମାନଙ୍କ ସହିତ ଯୋଜନା ବନି ପାରିବ। ମନରେ ପ୍ରସନ୍ନତା ରହିବ,ପ୍ରତିକାର:- ବିଧବାଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ।

Leave a Reply

Your email address will not be published. Required fields are marked *