September 20, 2024

Odia Express

Leading Odia News Portal of Odisha

୨୪ ଜୁଲାଇ ୨୦୧୯ ବୁଧବାର,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ମା ଲକ୍ଷ୍ମୀ ଆଜିଠୁ ଏହି ୪ଟି ରାଶି ଉପରେ କୃପା କରିବେ

ମେଷ – ଆଜି ଆପଣ ସେହି ବ୍ୟକ୍ତି ଉପରେ ହତାଶ ଅନୁଭବ କରୁଛନ୍ତି ଯେଉଁ ମାନେ ଆପଣଙ୍କୁ ନିରାଶ କରିଛନ୍ତି । ଆପଣଙ୍କୁ ଏମିତି ଲାଗିବ, ଲୋକମାନେ ଦେଇଥିବା କଥା ଅନୁସାରେ କାମ କରୁନାହାନ୍ତି । ଆଜି ଆପଣ ମୁଣ୍ଡକୁ ଶାନ୍ତ ରଖିବାକୁ ହେବ ।  ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ପ୍ରସ୍ତୁତ କରିବେ। ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ|ଦୈନିକ କାର୍ଯ୍ୟଗୁଡ଼ିକରେ ଅନୁକୂଳ ପରିସ୍ଥିତି ନିର୍ମିତ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ। ଗୃହସ୍ଥଜୀବନର ସମସ୍ୟା ଠିକ ହେବାପରି ପ୍ରତୀୟମାନ ହେବ। ସଂପତ୍ତି ସମ୍ବନ୍ଧୀତ କାର୍ଯ୍ୟର ଉଚିତ ମାର୍ଗ ମିଳିବ।ପ୍ରତିକାର:- ଅସହାୟା ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ।

ବୃଷ – ଆଜି ଆପଣ ନିଜ ନିଷ୍ପତ୍ତିରେ ଅଟଳ ରୁହନ୍ତୁ ଏବଂ ଆଉ କାହା କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ । ଭଲ ହେବ ନିଜ ବିଚ଼ାରକୁ ନିଜେ ଶୁଣନ୍ତୁ । କୌଣସି ବ୍ୟକ୍ତିର ବିଚ଼ାର ଧାରାକୁ ନିଜ ଉପରେ ପ୍ରଭାବିତ ହେବାକୁ ଦିଅନ୍ତୁ ନାହିଁ । ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି । ଅନ୍ୟମାନେ ଆପଣଙ୍କ ପରାମର୍ଶ ଉପରେ ନିର୍ଭର କରନ୍ତୁ । ସମସ୍ତେ ଆପଣଙ୍କ ଉପରେ ନିର୍ଭର କରିବାଟା ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗିପାରେ ।ଅଧିକାରୀମାନଙ୍କ ସହିତ ବାଣୀ ଏବଂ ବ୍ୟବହାରରେ ନିୟନ୍ତ୍ରଣ ରଖିବେ। ବ୍ୟାପାରରେ ବିଘ୍ନ ଆସିବାର ଆଶଙ୍କା ଅଛି। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କପାଇଁ ପରିସ୍ଥିତି ଅନୁକୂଳ ରହିବ। ଅଧିକାରୀଗଣ ଆପଣଙ୍କ କାର୍ଯ୍ୟରେ ସନ୍ତୋଷ ଅନୁଭବ କରିବେ, ପ୍ରତିକାର– ମସୁରଡାଲି ଧର୍ମସ୍ଥାନରେ ଦେବେ।

ମିଥୁନ – ଆଜି ଆପଣ ନିର୍ଦ୍ଦିଷ୍ଟ ସମୟରେ କାର୍ଯ୍ୟଟି ପୁରଣ ନକରିପାରନ୍ତି ସେଥି ପାଇଁ ସଚ଼େତନ ହେବା ଆବଶ୍ୟକ । ଯଦି ଆପଣ କୌଣସି ଚ଼ାକିରୀ କିମ୍ବା ଛାତ୍ରବୃତ୍ତି ପାଇଁ ଆବେଦନ କରୁଛନ୍ତି ତାହେଲେ ସତର୍କ ରୁହନ୍ତୁ । ଆଜି ଆପଣ ନିଜର ମୂଲ୍ୟବାନ ଜିନିଷକୁ ସାଇତି ରଖନ୍ତୁ । ନଚ଼େତ୍ ତାହା ହଜିଯିବାର ସମ୍ଭାବନା ଅଛି । ଆଦୌ ଚ଼ିନ୍ତା କରନ୍ତୁ ନାହିଁ । କେବଳ ସତର୍କତା ଅବଲମ୍ବନ କରନ୍ତୁ । ବନ୍ଧୁମାନଙ୍କ ସହ ଆପଣଙ୍କର ଭ୍ରମଣ କରିବାର ଅଛି । ଏହା ଆପଣଙ୍କର ସହର ମଧ୍ୟରେ ଦୀର୍ଘରାସ୍ତା ଭ୍ରମଣ ହୋଇପାରେ । ଯାହା ହେଉ ପଛେ ଏହା ଏକ ସୁନ୍ଦର ସ୍ମରଣୀୟ ଭ୍ରମଣ ହିସାବରେ ଆପଣଙ୍କ ଜୀବନରେ ଛାପ ରହିବ ।ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ପ୍ରସ୍ତୁତ କରିବେ। ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ,ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ।

କର୍କଟ:– ଆଜି ଆପଣ ଆଉ କାହାର ଖରାପ ବ୍ୟବହାରରେ ଦୁଃଖି ଅଟନ୍ତି । ଆପଣ ପୁରା ଚ଼େଷ୍ଟା କରନ୍ତୁ , କୌଣସି ବେକାର କାର୍ଯ୍ୟ ନକରି ନିଜ ଉପରେ ଥିବା ଦାୟିତ୍ୱକୁ କାର୍ଯ୍ୟରେ ପରିଣତ କରନ୍ତୁ । ନିଜର ପରିବାର ବର୍ଗଙ୍କୁ ସାହାଯ୍ୟ କରନ୍ତୁ କାରଣ ଯେବେ ଆପଣଙ୍କୁ ତାଙ୍କର ଦରକାର ପଡିବ ସେମାନେ ସବୁବେଳେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିଥିବେ । ଆପଣ ପରିବାର ସହ ଭ୍ରମଣ କରିବା ପାଇଁ ଯେଉଁ ଆଶା ବାନ୍ଧିଛନ୍ତି ସେଥିରେ କୌଣସି ବାଧାବିଘ୍ନ ସୃଷ୍ଟି ହୋଇପାରେ । ଯଦି ଆପଣ ଏହି ଭ୍ରମଣଟି ଚାଲୁରଖନ୍ତି, ସୃଷ୍ଟିହୋଇଥିବା ବାଧା ଆପଣଙ୍କୁ ନିରାଶ କରିବ ।ଅତ୍ୟନ୍ତ ସାବଧାନପୂର୍ବକ ଆଜିର ଦିନ କାଟିବାକୁ ଉପଦେଶ। ଥଣ୍ଡା, କଫ ଏବଂ ଜ୍ୱର କାରଣରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ପରିବାରରେ କିଛି ମନମାଳିନ୍ୟ ହୋଇପାରେ। ଧର୍ମ କରିବାରେ ଧନ ଖର୍ଚ୍ଚ ପରି ପରିସ୍ଥିତି ହୋଇପାରେ,ପ୍ରତିକାର:- କୁକୁରକୁ ଖାଦ୍ୟଦିଅନ୍ତୁ ।

ସିଂହ – ନିଜ ନିୟନ୍ତ୍ରଣରୁ ବାହାରି କାର୍ଯ୍ୟ କରନ୍ତୁ ନାହିଁ । ଧୈର୍ଯ୍ୟ ଏବଂ ସାହସକୁ ପାଥେୟ କରି ବିପଦର ସାମ୍ନାକଲେ ସଫଳତା ନିଶ୍ଚୟ ମିଳିବ । ଆପଣ ଏବଂ ଆପଣଙ୍କର ସାଙ୍ଗ ମଧ୍ୟରେ ଥିବା ସମ୍ପର୍କରେ ଅଧିକ ଦୃଢତା ଆସିବ ।ଆପଣଙ୍କ ମଧ୍ୟରେ ଚିନ୍ତାଧାରାରେ ବହୁତ ସାମଞ୍ଜସ୍ୟ ଥିବାରୁ ଏକା ସାଂଗରେ ସମୟ କଟାଇବାକୁ ବହୁତ ଭଲ ଲାଗିବ । ଏହି ସମ୍ପର୍କକୁ ଏହି ଭଳି ବଜାଇ ରଖନ୍ତୁ । ଶାନ୍ତି ବାଗେଇ ରଖିବା ଚେଷ୍ଟା ଏବେ ରଂଗ ଆଣି ଘରେ ବଦଳୁ ଥିବା ଏହି ଶାନ୍ତି ପୂର୍ଣ୍ଣ ବାତା ବରଣ ପାଇଁ ଆପଣଙ୍କୁ ଈଶ୍ୱରଙ୍କୁ ଧନ୍ୟବାଦ କରିବା ଉଚିତ ।ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସୁଖଦାୟକ ଘଟଣା ଘଟିବ। କାର୍ଯ୍ୟରେ ଯଶ ଏବଂ ସଫଳତା ମିଳିବ। ସ୍ଵାସ୍ଥ୍ୟ ଭଲ ରହିବ। ଆବଶ୍ୟକ କାମ ପଛରେ ଧନ ଖର୍ଚ୍ଚ ହେବ। ଚାକିରିରେ ସିଦ୍ଧି ଏବଂ ସଫଳତା ମିଳିବ,ପ୍ରତିକାର:- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ ।

କନ୍ୟା – ହଠାତ୍ ଆସିଥିବା ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ । ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବ । ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ । ଆଜି ଆପଣ ନିଜର ଘରବାଲା ଓ ସାଂଗ ମାନଙ୍କ ସହିତ ମଜା ନେବେ ,ଯେଉଁଥିରେ ଆପଣଙ୍କ ଘର ଉପରେ ଖୁସିରେ ବାତାବରଣ ବାଗେଇ ହୋଇ ରହିବ । ଅଧିକ ସମୟ ଧରି ଘରେ ଚାଲିଥିବା କଳିକଜିଆରୁ ଆପଣଙ୍କୁ ମୁକ୍ତି ମିଳିଯିବ । ଆଜି ଆପଣଙ୍କର କୌଣସି ପରିବାରବର୍ଗ ସଦସ୍ୟ କିମ୍ବା ପୋଡଶୀଙ୍କ ସହ ଝଗଡାରୁ ନିଜକୁ ରକ୍ଷା କରନ୍ତୁ । କୌଣସି ଏକ ଛୋଟ ସମସ୍ୟା ବିରାଟ ରୂପ ଧାରଣ କରିପାରେ ।ମାନସିକ ରୂପରେ ଆପଣଙ୍କର ଭାବୁକତାର ମାତ୍ରା ଅଧିକ ରହିବ। ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ,ପ୍ରତିକାର: କୁଷ୍ଠରୋଗୀଙ୍କୁ ଖାଇବାକୁ ଦିଅନ୍ତୁ।

ତୁଳା – ଆଜି ଆପଣ ସେହି ଦ୍ରବ୍ୟକୁ ଗୁରୁତ୍ତ୍ୱ ଦିଅନ୍ତୁ ,ଯାହା ଆପଣଙ୍କ ପାଇଁ ଗୁରୁତ୍ତ୍ୱପୂର୍ଣ୍ଣ ଅଟେ । ଆପଣ ନିଜ ପରିବାରର କାମ ଏବଂ ମିତ୍ରମାନଙ୍କ ମଧ୍ୟରେ ଏକ ସନ୍ତୁଳନ ରକ୍ଷାକରନ୍ତୁ । ଆଜି ଆପଣଙ୍କୁ ଆପଣଙ୍କ ଯୋଗ୍ୟତାର ବିକାଶ କରିବାର ସୁଯୋଗ ମିଳିପାରେ । ଏହି ସୁଯୋଗର ଆପଣ ପୂରା ଲାଭ ଉଠାନ୍ତୁ ଏବଂ ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ । ଆଜି ସାହିତ୍ୟ ପଢ଼ିଲେ ଆପଣଙ୍କୁ ବହୁତ ଲାଭ ମିଳିବ । ବୋଧହୁଏ ଆପଣଙ୍କୁ ଏମିତି ଲାଗିବ ଯେ ଆପଣ ଯାହା ପଢ଼ିଛନ୍ତି ସେହି ପାଠ ଆପଣଙ୍କ ବ୍ୟକ୍ତିଗତ ଉନ୍ନତିରେ ସହାୟକ ହେବ ।ସକାଳେ ହିଁ ମିତ୍ରମାନଙ୍କ ସହିତ ବୁଲିବାକୁ, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ। ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ,ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ବିଛା – ଆଜି ଆପଣ କୌଣସି କଥାର ସତ୍ୟତା ପରିକ୍ଷା ପାଇଁ ତାହାକୁ ଯାଞ୍ଚ ନିଶ୍ଚୟ କରନ୍ତୁ । ଏମିତି କୌଣସି କଥାକୁ ଶୁଣି ନିଷ୍ପତ୍ତି ନିଅନ୍ତୁ ନାହିଁ । ଆଜି ଆପଣଙ୍କର ଆତ୍ମତ୍ଜ୍ଞାନ ଅଧିକ ପରିମାଣରେ ଆଧ୍ୟାତ୍ମିକ ଦିଗରେ ରହିବ । ଆପଣ ନିଜ ଜୀବନରେ ଧର୍ମର ମହତ୍ତ୍ୱକୁ ଜାଣିପାରିବେ । ଆଜି ଆପଣ ଆତ୍ମ ବିଶ୍ଳେଷଣ କରିବେ ଏବଂ ଏଥିପାଇଁ ଏହା ନିଶ୍ଚୟ ସଠିକ ସମୟ । କିଛି ନୂଆ ଖେଳ ଖେଳିବାକୁ କିମ୍ବା କୌଣସି ନୂତନ କାର୍ଯ୍ୟ କରିବାକୁ ଆପଣଙ୍କର ପ୍ରବଳ ଆଗ୍ରହ ହେବ । ଆଜି ଆପଣ ନିଷ୍ପତ୍ତି ନେବେ ଯେ ଯେଉଁ କାମ ଆପଣ କରିବେ ତାହା କିପରି କରିବେ ।ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ। ମଧ୍ୟାହ୍ନ ପରେ ଆପଣ ବୈଚାରିକ ସ୍ଥିରତା ସହିତ ନିଜ ହାତକୁ ଆସିଥିବା କାର୍ଯ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରି ପାରିବେ,ପ୍ରତିକାର: ଈଶ୍ୱର ପ୍ରାର୍ଥନା ଓ ଧ୍ୟାନ ଦ୍ୱାରା ଶାନ୍ତି ମିଳିବ ।

ଧନୁ – ଆଜି ଆପଣଙ୍କୁ କ୍ରୋଧ ଲାଗିବ । ଆଜି ଆପଣଙ୍କର ଜୀବନର ଉନ୍ନତି କ୍ଷେତ୍ରରେ କିଛି ପରିମାଣର ଅବନତି ଦେଖାଦେବ ।କିନ୍ତୁ ଆପଣ ଏ କ୍ଷେତ୍ରରେ ଆଦୌ ବ୍ୟସ୍ତ ନହୋଇ ଏ ପରିସ୍ଥିତିର ମୁକାବଲା କରନ୍ତୁ ।  ଆପଣଙ୍କର ସ୍ୱପ୍ନ ସାର୍ଥକ ହେବାପାଇଁ ଯେଉଁ କାର୍ଯ୍ୟ କରି ଆସୁଛନ୍ତି ତାହାର ସୁଫଳ ମିଳୁ ନଥିବାରୁ ଆପଣଙ୍କ ମନରେ ନିରାଶ ସୃଷ୍ଟିହୋଇପାରେ । କିନ୍ତୁ ସେଥିପାଇଁ ବିବ୍ରତ ହୁଅନ୍ତୁନି । ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।ଦିନ ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ,ତିକାର– ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ମକର – ଆଜି ଆପଣ କାହା ଉପରେ ନିର୍ଭର କରୁଛନ୍ତି । ଆପଣ ସମସ୍ତଙ୍କୁ ବିଶ୍ୱାସ ବହୁତ ଶିଘ୍ର କରିନିଅନ୍ତି ।ଏହି ଅଭ୍ୟାସକୁ ଆପଣ ପରିବର୍ତ୍ତନ କରନ୍ତୁ ନହେଲେ ଏହି ଅଭ୍ୟାସ ପାଇଁ ଆପଣ ପଛରେ ହଇରାଣରେ ପଡ଼ିବେ ।  ଆଜି ସବୁ ଚିନ୍ତିତରେ ଦୂରେଇ ଯାଇ ସଫଳତାକୁ ଉପଭୋଗ କରନ୍ତୁ ।ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନ ହେଉ, ଏହାର ଧ୍ୟାନ ରଖିବେ। ମଧ୍ୟାହ୍ନ ପରେ ଆପଣଙ୍କ ସ୍ଵଭାବରେ ଭାବୁକତା ବଢ଼ିପାରେ। ଆପଣଙ୍କ ରଚନାତ୍ମକ କ୍ଷମତାରେ ବୃଦ୍ଧି ହେବ, ପ୍ରତିକାର– ମସୁରଡାଲି ଧର୍ମସ୍ଥାନରେ ଦେବେ।

କୁମ୍ଭ – ଆଜି ଆପଣ ଯାହା ନିଷ୍ପତ୍ତି ନେବେ ଭାବିଚ଼ିନ୍ତି ନିଅନ୍ତୁ ,କାରଣ ଆପଣ ନେଇଥିବା ନିଷ୍ପତ୍ତି ଉପରେ ପଶ୍ଚାତାପ ଯେପରି କରିବାକୁ ନ ପଡ଼େ । ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ ।  ଆପଣଙ୍କ ପରିବାର ଆପଣଙ୍କ ସହ ଥିବାରୁ ଆପଣ ଇଶ୍ୱରଙ୍କୁ ଧନ୍ୟବାଦ ଦିଅନ୍ତୁ ।ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ସରକାର ବିରୋଧୀ ପ୍ରବୃତ୍ତିଗୁଡ଼ିକରୁ ଦୂରରେ ରୁହନ୍ତୁ। ପରିଜନମାନଙ୍କ ସହିତ କଳହର ପ୍ରସଂଗ ବନିପାରେ। ଈଷ୍ଟ ଦେବତାଙ୍କର ଧ୍ୟାନରେ ସମସ୍ୟାଗୁଡ଼ିକର ନିବାରଣ ହେବ , ମାନସିକ ରୂପରେ ଆପଣଙ୍କର ଭାବୁକତାର ମାତ୍ରା ଅଧିକ ରହିବ। ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ,ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ।

ମୀନ – ଆଜି ଆପଣ ନିଜର ଉଗ୍ରସଭାବକୁ ନିୟନ୍ତ୍ରଣ ମଧ୍ୟରେ ରଖନ୍ତୁ, ନ ହେଲେ ଅନ୍ୟ ମାନେ ଆପଣଙ୍କ ଠାରୁ ଦୂରେଇ ଯିବେ । ଆପଣ ଜୀବନରେ କୌଣସି ଘଟଣାକୁ ନେଇ ଆପଣ ବ୍ୟସ୍ତ ହୋଇ ପଡ଼ୁଛନ୍ତି । ତଥାପି ନିଜକୁ ଶାନ୍ତ ରଖନ୍ତୁ । ଏତଦ୍ୱାରା ଆଜି ଆପଣଙ୍କ ପ୍ରତିଭା ବିକଶିତ ହେବ । ପ୍ରକୃତିର ବିଭବ ବସ୍ତୁକୁ ଭଲ ପାଇବେ ଏବଂ ଏହାକୁ ଉପଭୋଗ କରିବେ ।ଏଣୁ ଆପଣଙ୍କୁ ଘର ଚାରିକାନ୍ଥ ଗେରରୁ ବାହାରିବାକୁ ଯେଉଁ ଛୁଟିଦିନ ପାଉଛନ୍ତି ଭ୍ରମଣ ଯୋଜନା କଲେ ଆଶ୍ୱସ୍ତି ମିଳିବ ।ଜଗନ୍ନାଥଙ୍କର ଆଶୀର୍ବାଦରେ ଶାରୀରିକ ଏବଂ ମାନସିକ ସୁଖ ରହିବ। ଚାକିରି-ବ୍ୟବସାୟରେ ଆପଣଙ୍କ କାର୍ଯ୍ୟଗୁଡ଼ିକର ପ୍ରଶଂସା ହେବ। ବ୍ୟାପାରିମାନଙ୍କ ଦ୍ଵାରା କାମର ମର୍ଯ୍ୟାଦା ହେବ, ଯାହା ଆପଣଙ୍କୁ ଅଧିକ ପ୍ରୋତ୍ସାହିତ କରିବ। ପଦୋନ୍ନତିର ଯୋଗ ଅଛି,ପ୍ରତିକାର:-ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

Leave a Reply

Your email address will not be published. Required fields are marked *