October 19, 2024

Odia Express

Leading Odia News Portal of Odisha

୮ ଜୁନ ୨୦୧୯ ଶନିବାର,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ଶନି ଦେବ ଙ୍କ କୃପା ରହିବ ଏହି ୩ଟି ରାଶି ଉପରେ

ମେଷ  – ଆଜି ଆପଣଙ୍କୁ ନିଜର ସାଙ୍ଗମାନଙ୍କ ମଧ୍ୟରେ ଥିବା ସମ୍ପର୍କକୁ ଦେଖିବା ଆବଶ୍ୟକ ଅଟେ । ହୁଏତ ଆପଣଙ୍କ ମଧ୍ୟରେ ଇର୍ଷା ସୃଷ୍ଟି ହେଉଛି ଯାହାକି ଆଗକୁ ଯାଇ କ୍ଷତିକାରକ ହୋଇପାରେ । ପରିବାର ବର୍ଗସହ ଭ୍ରମଣ କରିବା ସୁଯୋଗ ସୂଚନା ମିଳେ । ଆଜି ଧାର୍ମିକ ଯାତ୍ରା ହୋଇପାରେ। ଆପଣ ନିର୍ଦ୍ଧାରିତ କାର୍ଯ୍ୟଗୁଡ଼ିକୁ ଆଜି ସଂପନ୍ନ କରି ପାରିବେ। ଶାରୀରିକ ଏବଂ ମାନସିକ ସୁସ୍ଥତା ରହିବ, ଏହାଦ୍ୱାରା ଫୁର୍ତ୍ତି ଏବଂ ପ୍ରସନ୍ନତା ରହିବ। ପରିବାରରେ ମାଙ୍ଗଳିକ ପ୍ରସଙ୍ଗ ବନିବ। ସ୍ଵଜନମାନଙ୍କ ସହିତ ହୋଇଥିବା ସାକ୍ଷାତରେ ମନ ପ୍ରସନ୍ନ ରହିବ। ସାମାଜିକ ରୂପରେ ଆପଣଙ୍କ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ବିଶେଷ ଯାତ୍ରା ସୁଯୋଗ ବଢିଲେ ଆଶ୍ଚର୍ଯ୍ୟ ହବାର ନାହିଁ ,ତେଣୁ ଯଦି ପାସପୋର୍ଟ ବ୍ୟବସ୍ଥା କରିନାହାଁନ୍ତି ,ସେଥିପାଇଁ ଆବେଦନ କରିପାରନ୍ତି ।ମାତାଙ୍କର ସ୍ୱାସ୍ଥ୍ୟ ଆପଣଙ୍କୁ ଚିନ୍ତା ହୋଇପାରେ। ଯାତ୍ରା ପାଇଁ ଆଜିର ଦିନ ଅନୁକୂଳ ନୁହେଁ। ଛାତିରେ ଅସୁବିଧା ହୋଇପାରେ। ଜମି ସମ୍ବନ୍ଧୀତ ମାମଲାରେ ସାବଧାନୀପୂର୍ବକ ବ୍ୟବହାର କରନ୍ତୁ। ବିଦ୍ୟାର୍ଥିମାନଙ୍କ ମନ ପାଠପଢ଼ାରେ ଲାଗିବ।ପ୍ରତିକାର:- ଅସହାୟା ମାନଙ୍କୁ ସାହାଜ୍ୟ କରନ୍ତୁ।

ବୃଷ – ଆଜିର ଦିନ ପ୍ରତିକୂଳତାରେ ଭରା ରହିବ। ଶାରୀରିକ ଫୁର୍ତ୍ତିର ଆଜି ଅଭାବ ହୋଇପାରେ ଏବଂ ମାନସିକ ରୂପରେ ମଧ୍ୟ ଚିନ୍ତା ରହିପାରେ। ପତ୍ନୀଙ୍କ ସହିତ କଲହର ପ୍ରସଙ୍ଗ ବନିପାରେ ଅଥବା ମନମାଳିନ୍ୟ ହୋଇପାରେ।   ଆଜିର ଦିନ ଖୁସିପୂର୍ବକ ବ୍ୟତୀତ କରିବେ। ନୂଆ କାର୍ଯ୍ୟର ପ୍ରାରମ୍ଭ କରିବେ। ଘରେ ଭାଇ-ଭଉଣୀମାନଙ୍କ ସହିତ ମେଳ-ମିଳାପ ରହିବ। ସ୍ଵଜନମାନଙ୍କ ଏବଂ ମିତ୍ରମାନଙ୍କ ସହିତ ସାକ୍ଷାତକରିବେ। ଲଘୁ ଯାତ୍ରାର ଯୋଗ ଅଛି। ଆଜି ଆପଣଙ୍କ କାର୍ଯ୍ୟ ସଫଳ ହେବ | ଆଜିର ଦିନ ପ୍ରତିକୁଲତାରେ ଭରି ରହିବ, ଯାହା ମନରେ ଖିନ୍ନତାର ଅନୁଭବ ହେବ। ଶରୀରରେ ଫୂର୍ତ୍ତି ଏବଂ ସତେଜର ଅଭାବ ରହିବ। ସାର୍ବଜନିକ ଜୀବନରେ ମାନହାନି ହେବାର ଆଶଂକା ଅଛି। ପ୍ରତିକାର– ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମିଥୁନି – ଆଜିର ଦିନ ଆନନ୍ଦରେ ବିତିବ। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ସାମନାରେ ବିଜୟର ସ୍ଵାଦ ପ୍ରାପ୍ତି କରି ପାରିବେ। ସ୍ଵଜନମାନଙ୍କ ସହିତ ଆଜି ଭେଟ ହେବ। ମାନସିକ ରୂପରେ ପ୍ରସନ୍ନତା ବନି ରହିବ। ଧାର୍ମିକ ଯାତ୍ରାରେ ମନରେ ଆନନ୍ଦ ଅନୁଭବ କରିବେ। ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।ଆପଣଙ୍କ ଆଜିର ଦିନ ମିଶ୍ରତ ଫଳଦାୟୀ ହେବ। ଆଜି ଆପଣଙ୍କୁ ପେଟ ସମ୍ବନ୍ଧୀତ ସମସ୍ୟା ହୋଇପାରେ। ସନ୍ତାନମାନଙ୍କର ସ୍ଵାସ୍ଥ୍ୟ ଏବଂ ତାଙ୍କ ପାଠପଢ଼ା ସମ୍ବନ୍ଧରେ ଚିନ୍ତାରେ ମନ ବ୍ୟଗ୍ର ରହିବ। କାର୍ଯ୍ୟରେ ସଫଳତା ନ ମିଳିବାରୁ କ୍ରୋଧ ହେବ କିନ୍ତୁ ଏହା ଉପରେ ନିୟନ୍ତ୍ରଣ ରଖିବେ।ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ – କୌଣସି ନିକଟ ସମ୍ପର୍କିୟ ସାଂଗରେ ଆପଣଙ୍କର ଖରାପ ସମ୍ପର୍କ ହୋଇପାରେ । ଆପଣ ଏହି ସମ୍ପର୍କକୁ ଶିଘ୍ର ଠିକ କରିବାକୁ ଚାହିଁବେ । କିନ୍ତୁ ଆପଣଙ୍କ ଚାହିଁବା ମୁତାବେକେ ଏମିତି ହୋଇପାରୁ ନାହିଁ । ବୋଧହୁଏ ତାଙ୍କୁ ଅଧିକ ସମୟ ଲାଗିବ| ଆଜି ସ୍ଵାସ୍ଥ୍ୟ ନରମ ରହିପାରେ। ବୈଚାରିକ ମତଭେଦ କାରଣରୁ ମାନସିକ ଚିନ୍ତା ରହିବ। ମଧ୍ୟାହ୍ନ ପରେ ଆପଣ ଶାରୀରିକ ଏବଂ ମାନସିକ ରୂପେ ଅନୁକୂଳତା ଅନୁଭବ କରିବେ। ଅଚାନକ ଧନପ୍ରାପ୍ତିର ଯୋଗ ଅଛି। ଆପଣ ଓ ଆପଣଙ୍କ ପରିବାର ଲୋକଙ୍କ ଚ଼ିନ୍ତାଧାରା ନ ମିଶିଲେ ମଧ୍ୟ ଆପଣ ଏହା ଅନୁଭବ କରିବେ ଯେ ଆପଣଙ୍କ ପରିବାରର ଲୋକ ଆପଣଙ୍କ କଥା ବୁଝନ୍ତି । ଆପଣ ମଧ୍ୟ ଏହା ଦେଖାନ୍ତୁ ଯେ ଆପଣ ସେମାନଙ୍କୁ ମଧ୍ୟ ବହୁତ ଭଲ ପାଆନ୍ତି ।ଆଜିର ଦିନ ମଧ୍ୟମ ଫଳଦାୟୀ ହେବ। ଆପଣ ଧାର୍ମିକ ଏବଂ ମାଙ୍ଗଳିକ କାର୍ଯ୍ୟରେ ଉପସ୍ଥିତ ରହିବେ। ଆପଣଙ୍କ ବ୍ୟବହାର ନ୍ୟାୟ ପ୍ରିୟ ରହିବ। ଧାର୍ମିକ ପ୍ରବାସର ଆୟୋଜନ ହେବ,ପ୍ରତିକାର– ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

ସିଂହ – ପରିକ୍ଷାର୍ଥି ଛାତ୍ରଛାତ୍ରୀମାନେ ମାନସିକ ଚାପରେ ରହିବେ । ଆପଣଙ୍କ ମାନସିକ ବିଚଳିତ ହୋଇପାରେ କିନ୍ତୁ ପାଠପଢାରେ ମନଦିଅନ୍ତୁ । ଅଧିକ ଚିନ୍ତା ଗ୍ରସ୍ତ ନହୋଇ ପରୀକ୍ଷାରେ ଭଲ କରିବାକୁ ଚେଷ୍ଟା କରନ୍ତୁ । ଆଜି ଧାର୍ମିକ ଏବଂ ଆଧ୍ୟାତ୍ମିକ ବିଷୟଗୁଡ଼ିକରେ ରୁଚି ରହିବାରୁ ସେହି କାର୍ଯ୍ୟଗୁଡ଼ିକ ପଛରେ ବ୍ୟସ୍ତତା ରହିବ ତଥା ତାଙ୍କ ପଛରେ ଖର୍ଚ୍ଚ ମଧ୍ୟ ହୋଇପାରେ। କୋର୍ଟ-କଚେରୀ ସମ୍ବନ୍ଧିତ କାର୍ଯ୍ୟ ଉପସ୍ଥିତ ହେବ। ଗୋଟିଏ ପକ୍ଷରେ ଆପଣ ସାମାଜିକ ସମାରୋହରେ ଭାଗ ଲେବାପାଇଁ ଚ଼ାହିଁବେ ଏବଂ ଅନ୍ୟ ପକ୍ଷରେ ଆପଣ ଏହା ମଧ୍ୟ ଧ୍ୟାନ ରଖନ୍ତୁ ଯେ ଆପଣଙ୍କ କାର୍ଯ୍ୟ ଯେପରି ଠିକ୍ ସମୟରେ ପୁର୍ଣ୍ଣ ହୁଅନ୍ତୁ ।ସନ୍ତାନମାନଙ୍କର ସମସ୍ୟାରେ ଚିନ୍ତିତ ହୋଇପାରନ୍ତି। ବୌଦ୍ଧିକ ଚର୍ଚ୍ଚା ତଥା କଥାବାର୍ତ୍ତାରେ ଭାଗ ନିଅନ୍ତୁ ନାହିଁ। ପ୍ରଣୟ ପ୍ରକରଣରେ ସଫଳତା ମିଳିବ। ପ୍ରିୟ ବ୍ୟକ୍ତିମାନଙ୍କ ସହିତ ସାକ୍ଷାତକରି ହେବ।ପ୍ରତିକାର–ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

କନ୍ୟା – ଆପଣଙ୍କୁ କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ପାଇଁ ପରାମର୍ଶ। ମାନସିକ ରୂପରେ ଅଣନିଶ୍ୱାସୀ ହେବାର କାରଣରୁ କୌଣସି କାର୍ଯ୍ୟରେ ଆପଣଙ୍କ ମନ ନ ଲାଗିପାରେ। ସ୍ଵାସ୍ଥ୍ୟ ମଧ୍ୟ କିଛିମାତ୍ରାରେ ଭଲ-ଖରାପ ରହିବ। କୌଣସି ଧାର୍ମିକ ସ୍ଥଳ ଅଥବା ମାଙ୍ଗଳିକ ପ୍ରସଙ୍ଗରେ ଉପସ୍ଥିତ ରହିବା ପାଇଁ ନିମନ୍ତ୍ରଣ ମିଳିବ।  ଆପଣ ଭବିଷ୍ୟତରେ ଉପଯୁକ୍ତ ପାଇବା ପାଇଁ ଏହା ସାହାଯ୍ୟ କରିବ । ଆଜି ଆପଣ ମାନସିକ ଶାନ୍ତିରୁ ବଞ୍ଚିତ ରହିବେ । କୌଣସି ମନୋରଞ୍ଜନ କାର୍ଯ୍ୟରେ ଭାଗନେଲେ ବହୁତ ଉତ୍ତମ । ପରିବାର ସଦସ୍ୟ କିମ୍ବା ସାଥିମାନଙ୍କ ସହ ବାହାରେ ଭ୍ରମଣ କରନ୍ତୁ ।ଆଜିର ଦିନରେ ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ସ୍ଵାସ୍ଥ୍ୟ ଖରାପ ହେବାର ଆଶଂକା ରହିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ପାରିବାରିକ ସଦସ୍ୟମାନଙ୍କ ସହିତ ମନମାଳିନ୍ୟର ଅବସର ଆସିପାରେ। କୋର୍ଟ-କଚେରୀ କାର୍ଯ୍ୟଗୁଡ଼ିକରେ ସାବଧାନ ରୁହନ୍ତୁ,ପ୍ରତିକାର– ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା – ଖାସକରିକି ସତ୍ତାଧାରୀ ଲୋକମାନଙ୍କ ସାଙ୍ଗରେ ଯୁକ୍ତି ନକରିଲେ ଭଲ ହେବ । ଖାସକରି ଯଦି ଆପଣ ତାଙ୍କଠାରୁ କିଛି କାମ ବାହାରକରିବାକୁ ଚ଼ାହୁଁଛନ୍ତି , ସରକାରୀ ସମ୍ବନ୍ଧ କାର୍ଯ୍ୟ ଗୁଡ଼ିକୁ କରାଇବା ପାଇଁ ଆପଣଙ୍କୁ ଟିକେ ଧର୍ଯ୍ୟ ସହିତ କାମ କରିବାକୁ ହେବ । ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ ମିଳିଯିବ । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।ଶାରୀରିକ ରୂପରେ ଅସୁସ୍ଥ ରହିବାରୁ ଏବଂ କାର୍ଯ୍ୟରେ ସଫଳତା ପ୍ରାପ୍ତି କରିବାରେ ବିଳମ୍ବ ହେବାରୁ ଆପଣ ନିରାଶ ହୋଇପାରନ୍ତି। ଆଜି କୌଣସି ନୂଆ କାର୍ଯ୍ୟର ଶୁଭାରମ୍ଭ କରନ୍ତୁ ନାହିଁ। ଖାଦ୍ୟ-ପେୟରେ ଉଚିତ ଅନୁଚିତର ବିବେକ ରଖିବେ। ଆଜି କାର୍ଯ୍ୟଭାର ଅଧିକ ରହିବ। ସେଥିପାଇଁ ସୁସ୍ଥତା ରହିବ। ଆଜି ଆପଣଙ୍କ ମନ ଅନେକ ପ୍ରକାରର ଚିନ୍ତାରେ ଚିନ୍ତିତ ହୋଇପାରେ। ସ୍ଵାସ୍ଥ୍ୟ ମଧ୍ୟ ଖରାପ ରହିପାରେ। ପରିଜନମାନଙ୍କ ସହିତ ମନମାଳିନ୍ୟ ହେବାଯୋଗୁଁ ମନରେ ଗ୍ଲାନି ଅନୁଭବ ହୋଇପାରେ। ଅନିଦ୍ରା ଯୋଗୁଁ ଚିଡ଼ଚିଡ଼ା ଲାଗିବ |ଚିନ୍ତାର ବାଦଲ ଦୂର ହେବାଯୋଗୁଁ ଆପଣଙ୍କ ଉତ୍ସାହ ବଢ଼ିବ। ଭାଇ-ବନ୍ଧୁମାନଙ୍କ ସହିତ ମିଶିକରି ନୂଆ ଆୟୋଜନକୁ ହାତରେ ନେବେ,ପ୍ରତିକାର– ମସୁରଡାଲି ଧର୍ମସ୍ଥାନରେ ଦେବେ।

ବିଛା – ଆଜି କାଲି ନିଜ ଲୋକଙ୍କ ସାଂଗରେ ଆପଣଙ୍କର ସମ୍ପର୍କ ଭଲ ନାହିଁ । ଆପଣ ଆଜି ଦୁଃଖ ଅନୁଭବ କରିବେ ଏବଂ ଆପଣ ଆଜି ରାଗି ମଧ୍ୟ ପାରନ୍ତି । ସନେ ରଖନ୍ତୁ କେବଳ ଥଣ୍ଡା ମିଜାସରେ ଆପଣଙ୍କ ପରିସ୍ଥିତିକୁ ସମ୍ଭାଳି ପାରିବେ । ବ୍ୟବସାୟ ଦୃଷ୍ଟିରେ ଆଜି ଆପଣଙ୍କପାଇଁ ଲାଭ ଦାୟୀ ଦିନ ଅଟେ। ଆପଣଙ୍କ କାର୍ଯ୍ୟ ସଫଳତାର କାରଣରୁ ଉପରିସ୍ଥ ଅଧିକାରୀ ଆପଣଙ୍କ ଉପରେ ପ୍ରସନ୍ନ ରହିବେ। ବ୍ୟବସାୟରେ ଉତ୍ଥାନର ମଧ୍ୟ ଯୋଗ ଅଛି। ବୋଧହୁଏ ଏହି ବୟସ ସାଙ୍ଗରେ ଚ଼ାଲିବାର ସମୟ ଅଟେ । ସାଙ୍ଗମାନେ ଆସନ୍ତି ଚ଼ାଲିଯାଆନ୍ତି କିନ୍ତୁ ଏହି ସାଙ୍ଗ ଆପଣଙ୍କ ସବୁ ଦୁଃଖ ସୁଖର ସାଥି ହେବ ।ଆପଣଙ୍କ ଆଜିର ଦିନ ବିବିଧ ଲାଭ ପ୍ରାପ୍ତି ପ୍ରମାଣିତ ହେବ। ପରିବାରରେ ସନ୍ତାନ ଏବଂ ପତ୍ନୀଙ୍କ ତରଫରୁ ଲାଭଦାୟକ ସମାଚାର ମିଳିବ। ମିତ୍ରମାନଙ୍କ ସହିତ ସାକ୍ଷାତକରି ଆପଣ ଆନନ୍ଦିତ ହେବେ। ଶାରୀରିକ କଷ୍ଟ ଅନୁଭବ କରିପାରନ୍ତି। ଚକ୍ଷୁର ଧ୍ୟାନ ରଖିବେ। ପାରିବାରିକ ସଦସ୍ୟ ଏବଂ ପ୍ରେମୀଜନମାନଙ୍କ ଦ୍ଵାରା ଘରେ ବିରୋଧର ବାତାବରଣ ହୋଇପାରେ,ପ୍ରତିକାର– ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ – ବ୍ୟବସାୟରେ ଆଜିର ଦିନ ଲାଭ ହେବ। କାର୍ଯ୍ୟାଳୟ ସହିତ କାମ କରୁଥିବା ଲୋକଙ୍କର ସହଯୋଗ ମିଳିବ। ପରିଜନମାନେ ଆପଣଙ୍କ ସହିତ ଆଜି ଆନନ୍ଦ ପୂର୍ବକ ସମୟ ବିତାଇବେ। । ଆଜି ଆପଣଙ୍କୁ ଆପଣଙ୍କର କୌଣସି ନିକଟର ବନ୍ଧୁଙ୍କ ଠାରୁ ଉପହାର ମିଳିପାରେ । ଏମିତି କୌଣସି ବସ୍ତୁ ଆପଣଙ୍କୁ ମିଳିପାରେ ଯାହା ଆପଣ କିଣିବାକୁ ଚାହୁଁ ନଥିବେ । ଏହି ଉପହାର ପାଇଁ ଆପଣ ବନ୍ଧୁଙ୍କୁ ଧନ୍ୟବାଦ ଦିଅନ୍ତୁ ।ଆଜିର ଦିନ ସୁଖମୟ ଭାବେ କଟିବ। ପରିଜନମାନଙ୍କ ସହିତ ଆନନ୍ଦପୂର୍ବକ ସମୟ ବିତାଇବେ। ଶାରୀରିକ ତଥା ମାନସିକ ପ୍ରଫୁଲ୍ଲତା ଅନୁଭବ ହେବ। ଚାକିରି କରୁଥିବା ସାଥୀ କର୍ମଚାରିମାନଙ୍କର ସହଯୋଗ ମିଳିବ।ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର – ଆଜି ଆପଣ ବହୁତ ପରିସ୍ଥିତି ସାମନାକରି ନିଜ ସାହସକୁ ବଜାୟ ରଖନ୍ତୁ । ବେଳେ ବେଳେ ଆପଣ ଅନ୍ୟମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆଜି ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ । ଆଜିର ଦିନ ଲାଭଦାୟୀ ଅଟେ। ଭାଗ୍ୟ ବହୁତ ସାଥୀ ଦେବ। ବ୍ୟବସାୟ କ୍ଷେତ୍ରରେ ଆପଣଙ୍କ ପାଇଁ ଆଜି ଲାଭଦାୟୀ ଦିନ ଅଟେ। ମିତ୍ରମାନଙ୍କ ସହିତ ଭେଟ ହେବାରୁ ମନରେ ଆନନ୍ଦ ରହିବ | ଖରାପ ସମୟରେ ଆଜି ଆପଣ ଗତିକରିବେ କିନ୍ତୁ ବ୍ୟସ୍ତ ହୁଅନ୍ତୁ ନାହିଁ । ଆପଣଙ୍କର ବିଜୟ ସୁନିଶ୍ଚିତ । ଆଜି ଯେତେ ସମସ୍ୟା ଆସିଲେ ସୁଧା ଆପଣ ସବୁ ସମସ୍ୟାର ସମାଧାନ ପାଇଁ ପ୍ରସ୍ତୁତ ଅଛନ୍ତି ।ଆପଣଙ୍କ ଆଜିର ଦିନ ସଫଳତା ଏବଂ ଆମୋଦ-ପ୍ରମୋଦରେ ଭରା ହେବ, ସମ୍ପୂର୍ଣ୍ଣ ଦିନ ମନରେ ପ୍ରସନ୍ନତା ଅନୁଭବ କରିବେ। ବିପରୀତ ଲିଙ୍ଗ ବ୍ୟକ୍ତି ଆଜି ଆପଣଙ୍କ ଜୀବନରେ ଆସିବେ,ପ୍ରତିକାର– ମୁଗଡାଲି ଧର୍ମସ୍ଥାନରେ ଦେବେ।

କୁମ୍ଭ – ଆଜି ସୃଜନାତ୍ମକତା ଏବଂ କଳା ସମ୍ବନ୍ଧୀତ ପ୍ରବୃତ୍ତିଗୁଡ଼ିକ ପାଇଁ ଦିନ ଶ୍ରେଷ୍ଠ ଅଟେ। ବିଦ୍ୟାର୍ଥୀ ଅଭ୍ୟାସରେ ନିଜର ଭଲ ପ୍ରଦର୍ଶନ କରି ପାରିବେ। ସ୍ନେହୀଜନମାନଙ୍କ ଏବଂ ମିତ୍ରମାନଙ୍କ ସହିତ ସାକ୍ଷାତ ହେବ।  ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିବେ । ଏହାର ମାନେ ହୋଇପାରେ କି ସେ ଆପଣଙ୍କୁ ଠିକ୍ ରାସ୍ତା ଦେଖାଇ ଆପଣଙ୍କର ଦରକାର ମୁତାବକ ସାହାଯ୍ୟ କରିବେ ।ଚାକିରି କିମ୍ବା ବ୍ୟବସାୟ କରୁଥିବା ଲୋକମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ଅଟେ। ଚାକିରି କରୁଥିବା ଲୋକମାନଙ୍କର ପ୍ରମୋସନ ହେବାର ସମ୍ଭାବନା ଅଛି। ଉଚ୍ଚ ପଦାଧିକାରିମାନଙ୍କ ସହିତ ମହତ୍ତ୍ଵପୂର୍ଣ୍ଣ ମାମଲାରେ ମଧ୍ୟ ଖୋଲା ମନରେ ଚର୍ଚ୍ଚା କରିବେ,ପ୍ରତିକାର– ଶଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ – ଆଜି ଆପଣ ଏମିତିହିଁ ଗପିବା ସମୟରେ ନିଜର ଶବ୍ଦଗୁଡ଼ିକୁ ବୁଝି ବିଚ଼ାରକରି କହିବେ । ଆପଣ କାହାକୁ କ`ଣ କହୁଛନ୍ତି ଏଥି ପ୍ରତି ଧ୍ୟାନ ଦିଅନ୍ତୁ । ଆପଣଙ୍କର ଶବ୍ଦଗୁଡ଼ିକୁ ବୁଲେଇ ଆପଣଙ୍କ ବିରୋଧରେ ବ୍ୟବହାର କରାଯାଇପାରେ । ଆଜିର ଦିନ ଆମୋଦ-ପ୍ରମୋଦରେ ବିତିବ। ଶାରୀରିକ ଏବଂ ମାନସିକ ରୂପରେ ଆପଣ ଖୁସି ଅନୁଭବ କରିବେ। ମିତ୍ର ଏବଂ ପରିଜନମାନଙ୍କ ସହିତ ଯାତ୍ରା କିମ୍ବା ପର୍ଯ୍ୟଟନ ସ୍ଥଳକୁ ବୁଲିବାକୁଯାଇ ଆନନ୍ଦ ଉଠାଇ ପାରନ୍ତି। ଆଜି ଆପଣଙ୍କର ଘର ଉପରେ ଖୁସି ବିଛାଇ ହୋଇଥିବ । ଏହି ଅବସରର ଲାଭ ଉଠାଇବା ସହିତ ଆପଣ ସେହି ଲୋକଙ୍କ ସହିତ ମିସିପାରିବେ ଯାହାକୁ ଆପଣ ଅଧିକ ସମୟ ଧରି ମିସି ନଥିବେ । ଆଜି ଆପଣ ସବୁ ଅସୁବିଧାକୁ ଗୋଟିଏ ଆଡକୁ ରଖି ନିଅନ୍ତୁ ।ଜଗନ୍ନାଥଙ୍କର ଆଶୀର୍ବାଦରେ ଆଜି ଆପଣଙ୍କ ଦିନ ଅନୁକୂଳ ରହିବ। ଆପଣଙ୍କୁ ସମସ୍ତ କାର୍ଯ୍ୟରେ ସଫଳତା ମିଳିବାରୁ ମନରେ ହର୍ଷ ଏବଂ ପ୍ରସନ୍ନତା ଅନୁଭବ କରିବେ। ଆର୍ଥିକ କ୍ଷେତ୍ରରେ ଆପଣଙ୍କ ଦିନ ଲାଭଦାୟକ ପ୍ରମାଣିତ ହେବ।ପ୍ରତିକାର:- ଅସହାୟା ମାନଙ୍କୁ ସାହାଜ୍ୟ କରନ୍ତୁ

Leave a Reply

Your email address will not be published. Required fields are marked *